2 Samuel 1:18 — Compare Translations

5 translations compared side by side

Odia - 1840
"ତା'ପରେ ଦାଉଦ ତାଙ୍କର ଲୋକମାନଙ୍କୁ, ୟିହକ୍ସ୍ଟଦୀଯମାନଙ୍କୁ ଉକ୍ତ ଗୀତ ଗାଇବା ପାଇଁ ଏବଂ ଶିକ୍ଷା ଦବୋ ପାଇଁ ଆଦେଶ ଦେଲେ। ଏହାକକ୍ସ୍ଟ ଧନକ୍ସ୍ଟ କକ୍ସ୍ଟହାୟାଏ। ଏହା ୟାଶରେ ପୁସ୍ତକକରେ ଲଖାେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ତାଙ୍କର ଲୋକମାନଙ୍କୁ, ଯିହୁଦୀୟମାନଙ୍କୁ ଉକ୍ତ ଗୀତ ଗାଇବା ପାଇଁ ଏବଂ ଶିକ୍ଷା ଦେବା ପାଇଁ ଆଦେଶ ଦେଲେ। ଏହାକୁ “ଧନୁ” କୁହାଯାଏ। ଏହା ଯାଶେର ପୁସ୍ତକରେ ଲେଖାଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖା ଅଛି।