2 Samuel 1:19 — Compare Translations
5 translations compared side by side
Odia - 1840
" ହେ ଇଶ୍ରାୟେଲ, ତୁମ୍ଭର ସୌନ୍ଦର୍ୟ୍ଯ ତୁମ୍ଭର ପର୍ବତକକ୍ସ୍ଟ ଭାଙ୍ଗି ଦଲୋ। ଦେଖ! କମେିତି ସହେି ବୀରଗଣଙ୍କର ପତନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ଵରୂପ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
Odia Bible ERV 2004 (ପବିତ୍ର ବାଇବଲ)
“ହେ ଇସ୍ରାଏଲ, ତୁମ୍ଭର ସୌନ୍ଦର୍ଯ୍ୟ ତୁମ୍ଭର ପର୍ବତକୁ ଭାଙ୍ଗି ଦେଲା। ଦେଖ! କେମିତି ସେହି ବୀରଗଣଙ୍କର ପତନ ହେଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
Odia IRV 2017 (ଓଡିଆ ବାଇବେଲ)
“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!