2 Samuel 1:2 — Compare Translations

5 translations compared side by side

Odia - 1840
"ତା'ପରେ ତୃତୀୟ ଦିନ ଶାଉଲଙ୍କର ଛାଉଣୀରକ୍ସ୍ଟ ଜଣେ ସୈନ୍ଯ ସିକ୍ଲଗ୍କକ୍ସ୍ଟ ଆସିଲା। ସେ ଲୋକଟି ଅତ୍ଯନ୍ତ ଦକ୍ସ୍ଟଃଖିତ ଥିଲା। ତା'ର ବସ୍ତ୍ର ଚିରି ୟାଇଥିଲା ଏବଂ ତା' ମକ୍ସ୍ଟଣ୍ତ ରେ ମାଟି ବୋଳି ହାଇେଥିଲା। ଉକ୍ତ ଲୋକ ଜଣକ ଦାଉଦଙ୍କ ପାଖକକ୍ସ୍ଟ ଆସି ଭୂମିଷ୍ଠ ପ୍ରଣାମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃତୀୟ ଦିନରେ ଏପରି ହେଲା ଯେ, ଦେଖ, ଶାଉଲଙ୍କ ନିକଟରୁ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୃତୀୟ ଦିନ ଶାଉଲଙ୍କର ଛାଉଣିରୁ ଜଣେ ସୈନ୍ୟ ସିକ୍ଳ‌ଗ୍‌କୁ ଆସିଲା। ସେ ଲୋକଟି ଅତ୍ୟନ୍ତ ଦୁଃଖିତ ଥିଲା। ତା’ର ବସ୍ତ୍ର ଚିରି ଯାଇଥିଲା ଏବଂ ତା’ ମୁଣ୍ଡରେ ମାଟି ବୋଳି ହୋଇଥିଲା। ଉକ୍ତ ଲୋକ ଜଣକ ଦାଉଦଙ୍କ ପାଖକୁ ଆସି ଭୂମିଷ୍ଠ ପ୍ରଣାମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।
Odia IRV 2017 (ଓଡିଆ ବାଇବେଲ)
ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।