2 Samuel 1:20 — Compare Translations
5 translations compared side by side
Odia - 1840
"ଗାଥ ସହରକକ୍ସ୍ଟ ଏହି ସମ୍ବାଦ ଦିଅ ନାହିଁ। ଅସ୍କିଲୋନର ଦାଣ୍ତ ରେ ଏହା ପ୍ରଗ୍ଭର କର ନାହିଁ। ଯଦି ତୁମ୍ଭେ ଏହା କର, ସହେି ପଲେଷ୍ଟୀୟ ନଗରଗକ୍ସ୍ଟଡିକ ଆନନ୍ଦ କରିବେ। ସହେି ନଗରର ଅସଭ୍ଯ ପ୍ରତିମା ପୂଜକଗଣ ଆନନ୍ଦିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗାଥ୍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ତରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ⇧ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ଵନି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଥ୍ ସହରକୁ ଏହି ସମ୍ବାଦ ଦିଅ ନାହିଁ। ଅସ୍କିଲୋନର ଦାଣ୍ଡରେ ଏହା ପ୍ରଗ୍ଭର କର ନାହିଁ। ଯଦି ତୁମ୍ଭେ ଏହା କର, ସେହି ପଲେଷ୍ଟୀୟ ନଗରଗୁଡ଼ିକ ଆନନ୍ଦ କରିବେ। ସେହି ନଗରର ଅସଭ୍ୟ ପ୍ରତିମା ପୂଜକଗଣ ଆନନ୍ଦିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗାଥ୍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।
Odia IRV 2017 (ଓଡିଆ ବାଇବେଲ)
ଗାଥ୍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।