2 Samuel 1:21 — Compare Translations
5 translations compared side by side
Odia - 1840
"ହେ ଗଲ୍ବୋଯ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡକ୍ସ୍ଟ। ଅଥବା ଉପହାରଜନକ କ୍ଷେତ୍ର ନ ହେଉ। କାରଣ ସଠାେରେ ବୀରମାନଙ୍କର ଢାଲ ଅଦରକାରୀ ପରି ଫିଙ୍ଗି ଦିଆଗଲା। ଶାଉଲଙ୍କର ଢାଲ ତୈଲ ରେ ଅଭିଷିକ୍ତ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ⇧ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ। ଅଥବା ଉପହାରଜନକ କ୍ଷେତ୍ର ନ ହେଉ। କାରଣ ସେଠାରେ ବୀରମାନଙ୍କର ଢାଲ ଅଦରକାରୀ ପରି ଫିଙ୍ଗି ଦିଆଗଲା। ଶାଉଲଙ୍କର ଢାଲ ତୈଳରେ ଅଭିଷିକ୍ତ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
Odia IRV 2017 (ଓଡିଆ ବାଇବେଲ)
ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।