2 Samuel 1:22 — Compare Translations
5 translations compared side by side
Odia - 1840
"ହତ ଲୋକମାନଙ୍କର ରକ୍ତରକ୍ସ୍ଟ ବୀରମାନଙ୍କ ମଦରେକ୍ସ୍ଟ ଯୋନାଥନର ଧନକ୍ସ୍ଟ ଓ ଶାଉଲଙ୍କର ଖଡ୍ଗ ରିକ୍ତ ହାଇେ ଫେ ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ଼୍ଗ ରିକ୍ତ ହୋଇ ଫେରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହତ ଲୋକମାନଙ୍କର ରକ୍ତରୁ ବୀରମାନଙ୍କ ମେଦରୁ ଯୋନାଥନର ଧନୁ ଓ ଶାଉଲଙ୍କର ଖଡ଼୍ଗ ରିକ୍ତ ହୋଇ ଫେରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।