2 Samuel 1:23 — Compare Translations
5 translations compared side by side
Odia - 1840
"ଶାଉଲ ଓ ଯୋନାଥନ ସମାନଙ୍କେ ଜୀବନକାଳ ମଧିଅରେ ଲୋକମାନଙ୍କଠାରକ୍ସ୍ଟ ବହକ୍ସ୍ଟତ ପ୍ ରମେ ପାଇଲେ। ଏପରିକି ମୃତକ୍ସ୍ଟ୍ଯ ସମୟରେ ମଧ୍ଯ ସମାନେେ ଅଲଗା ହେଲେ ନାହିଁ। ସମାନେେ ଉକ୍ରୋଶପକ୍ଷୀଠାରକ୍ସ୍ଟ ବଗବୋନ ଓ ସିଂହଠାରକ୍ସ୍ଟ ବଳବାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ବିଭିନ୍ନ ନୋହିଲେ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଶାଉଲ ଓ ଯୋନାଥନ ସେମାନଙ୍କ ଜୀବନକାଳ ମଧ୍ୟରେ ଲୋକମାନଙ୍କଠାରୁ ବହୁତ ପ୍ରେମ ପାଇଲେ। ଏପରିକି ମୃତ୍ୟୁ ସମୟରେ ମଧ୍ୟ ସେମାନେ ଅଲଗା ହେଲେ ନାହିଁ। ସେମାନେ ଉତ୍କ୍ରୋଶପକ୍ଷୀଠାରୁ ବେଗବାନ ଓ ସିଂହଠାରୁ ବଳବାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।