2 Samuel 1:24 — Compare Translations

5 translations compared side by side

Odia - 1840
"ହେ ଇଶ୍ରାୟେଲର କନ୍ଯାଗଣ ଶାଉଲଙ୍କ ପାଇଁ କ୍ରନ୍ଦନ କର। ସେ ତୁମ୍ଭମାନଙ୍କୁ ସିନ୍ଦକ୍ସ୍ଟରବର୍ଣ୍ଣ ବସ୍ତ୍ର ରେ ସକ୍ସ୍ଟନ୍ଦର ରୂପେ ବସ୍ତ୍ରାନ୍ବିତ କଲେ। ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ବର୍ଣ୍ଣ ଅଳଙ୍କାର ଖଚିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ଵିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ଵର୍ଣ୍ଣ ଅଳଙ୍କାର ମଣ୍ତିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲର କନ୍ୟାଗଣ ଶାଉଲଙ୍କ ପାଇଁ କ୍ରନ୍ଦନ କର। ସେ ତୁମ୍ଭମାନଙ୍କୁ ସିନ୍ଦୁରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ। ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ଖଚିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ମଣ୍ଡିଲେ।