2 Samuel 1:26 — Compare Translations
5 translations compared side by side
Odia - 1840
"ହେ ମାରେ ଭାଇ ଯୋନାଥନ, ମୁ ତକ୍ସ୍ଟମ୍ଭ ଲାଗି ଦକ୍ସ୍ଟଃଖ କରୁଅଛି। ମୁ ତକ୍ସ୍ଟମ୍ଭ ସହିତ ଥିବାରକ୍ସ୍ଟ ଆନନ୍ଦ ଉପ ଭୋଗ କରୁଅଛି। ମାରେ ପ୍ରତି ତୁମ୍ଭର ପ୍ ରମେ ଆଶ୍ଚର୍ୟ୍ଯ ଓ ତାହା ସ୍ତ୍ରୀମାନଙ୍କ ପ୍ ରମରେକ୍ସ୍ଟ ବଳିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ଦୁଃଖ କରୁଅଛି। ମୁଁ ତୁମ୍ଭ ସହିତ ଥିବାରୁ ଆନନ୍ଦ ଉପଭୋଗ କରୁଅଛି। ମୋର ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ ଓ ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋ’ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।