2 Samuel 1:3 — Compare Translations

5 translations compared side by side

Odia - 1840
"ଦାଉଦ ତାଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରକ୍ସ୍ଟ ଆସିଅଛ? ସେ ଲୋକଟି ଦାଉଦଙ୍କକ୍ସ୍ଟ ଉତ୍ତର ଦଇେ କହିଲା, ମୁ ଇଶ୍ରାୟେଲୀୟ ଛାଉଣୀରକ୍ସ୍ଟ ପଳାଇ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଅଛ? ତହୁଁ ସେ କହିଲା, ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାଙ୍କୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ସେ ଲୋକଟି ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଇସ୍ରାଏଲୀୟ ଛାଉଣିରୁ ପଳାଇ ଆସିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”