2 Samuel 1:4 — Compare Translations
5 translations compared side by side
Odia - 1840
"ଦାଉଦ ସହେି ଲୋକଟିକକ୍ସ୍ଟ ପଚାରିଲେ, ଏ ୟକ୍ସ୍ଟଦ୍ଧ ରେ କିଏ ଜିତିଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ତାହାକୁ କହିଲେ, କଥା କଅଣ, ମୋତେ କହିଲ? ତହୁଁ ସେ ଉତ୍ତର କଲା, ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ମାରା ପଡ଼ିଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେହି ଲୋକଟିକୁ ପଗ୍ଭରିଲେ, “ଏ ଯୁଦ୍ଧରେ କିଏ ଜିତିଲା?” ଲୋକଟି ଉତ୍ତରରେ କହିଲା, “ଆମ୍ଭର ଲୋକମାନେ ଯୁଦ୍ଧ କ୍ଷେତ୍ରରୁ ପଳାୟନ କଲେ, ବହୁତ ଲୋକ ଯୁଦ୍ଧରେ ମୃତ୍ୟୁବରଣ କଲେ, ଏପରିକି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମୃତ୍ୟୁବରଣ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”