2 Samuel 1:5 — Compare Translations
5 translations compared side by side
Odia - 1840
"ଦାଉଦ ସହେି ୟକ୍ସ୍ଟବ ସୈନିକକକ୍ସ୍ଟ ପଚାରିଲେ, ଶାଉଲ ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନ ମୃତକ୍ସ୍ଟ୍ଯବରଣ କଲେ ବୋଲି ତୁମ୍ଭେ କିପରି ଜାଣିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ସେହି ସମ୍ଵାଦଦାୟୀ ଯୁବାକୁ କହିଲେ, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେହି ଯୁବ ସୈନିକକୁ ପଗ୍ଭରିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମୃତ୍ୟୁବରଣ କଲେ ବୋଲି ତୁମ୍ଭେ କିପରି ଜାଣିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”