2 Samuel 1:6 — Compare Translations

5 translations compared side by side

Odia - 1840
"ୟକ୍ସ୍ଟବକ ଜଣକ କହିଲା, ମୁ ଯେତବେେଳେ ଗିଲ୍ବୋଯ ପର୍ବତ ଉପରେ ଥିଲି, ମୁ ଦେଖିଲି, ଶାଉଲ ନିଜର ବର୍ଚ୍ଛା ଉପରେ ଆଉଜିଛନ୍ତି ଏବଂ ପଲେଷ୍ଟୀୟ ରଥସବୁ ଓ ଅଶ୍ବାରୋହୀମାନେ ତାଙ୍କର ପାଖକକ୍ସ୍ଟ ଆସକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ସମ୍ଵାଦଦାୟୀ ଯୁବା ତାଙ୍କୁ କହିଲା, ମୁଁ ଘଟନାକ୍ରମେ ଗିଲ୍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ଆଉ ଦେଖ, ରଥ ଓ ଅଶ୍ଵାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବକ ଜଣକ କହିଲା, “ମୁଁ ଯେତେବେଳେ ଗି‌ଲ୍‌ବୋୟ ପର୍ବତ ଉପରେ ଥିଲି, ମୁଁ ଦେଖିଲି, ଶାଉଲ ନିଜର ବର୍ଚ୍ଛା ଉପରେ ଆଉଜିଛନ୍ତି ଏବଂ ପଲେଷ୍ଟୀୟ ରଥସବୁ ଓ ଅଶ୍ୱାରୋହୀମାନେ ତାଙ୍କର ପାଖକୁ ଆସୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।