2 Samuel 1:7 — Compare Translations

5 translations compared side by side

Odia - 1840
"ଶାଉଲ ପଛକକ୍ସ୍ଟ ଗ୍ଭହିଁ ମାେତେ ଦେଖିଲେ ଓ ଡାକିଲେ, ମୁ ମଧ୍ଯ ଉତ୍ତର ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ସେ ଆପଣା ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ । ତହିଁରେ ମୁଁ ଉତ୍ତର କଲି, ଏଠାରେ ମୁଁ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ପଛକୁ ଗ୍ଭହିଁ ମୋତେ ଦେଖିଲେ ଓ ଡାକିଲେ, ମୁଁ ମଧ୍ୟ ଉତ୍ତର ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’
Odia IRV 2017 (ଓଡିଆ ବାଇବେଲ)
ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, “ଏଠାରେ ମୁଁ ଅଛି।”