2 Samuel 10:1 — Compare Translations

5 translations compared side by side

Odia - 1840
"ଏହାପରେ ଅମ୍ମାନେ ସନ୍ତାନଗଣର ରାଜା ମରିଗଲା ପରେ ତା'ର ପକ୍ସ୍ଟତ୍ର ହାନୂନ୍ ରାଜ ପଦ ରେ ଅଭିଷିକ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ପଦରେ ରାଜା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାନୂନ୍ ଦାଉଦଙ୍କର ଲୋକଙ୍କୁ ଲଜ୍ଜିତ କଲେ ଏହା ପରେ ଅମ୍ମୋନ ସନ୍ତାନଗଣର ରାଜା ମରିଗଲା ପରେ ତା’ର ପୁତ୍ର ହାନୂନ୍ ରାଜ ପଦରେ ଅଭିଷିକ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍‍ ତାହାର ବଦଳରେ ରାଜା ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍‍ ତାହାର ବଦଳରେ ରାଜା ହେଲା।