2 Samuel 10:11 — Compare Translations

5 translations compared side by side

Odia - 1840
"ଯୋୟାବ ଅବିଶଯକକ୍ସ୍ଟ କହିଲେ, ଯଦି ଅରାମୀଯମାନେ ମାେ ପାଇଁ ୟକ୍ସ୍ଟଦ୍ଧ ରେ ବହକ୍ସ୍ଟତ ଶକ୍ତିଶାଳୀ ହକ୍ସ୍ଟଅନ୍ତି, ତବେେ ତୁମ୍ଭେ ମାେତେ ସାହାୟ୍ଯ କରିବ। କିନ୍ତୁ ଯଦି ଅେମ୍ମାନୀୟ ତକ୍ସ୍ଟମ୍ଭ ପାଇଁ ଶକ୍ତିଶାଳୀ ହକ୍ସ୍ଟଅନ୍ତି, ତବେେ ମୁ ଆସିବି ଏବଂ ତକ୍ସ୍ଟମ୍ଭଙ୍କକ୍ସ୍ଟ ସାହାୟ୍ଯ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କହିଲା, ଯେବେ ଅରାମୀୟମାନେ ମୋତେ ବଳିବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯେବେ ଅମ୍ମୋନ-ସନ୍ତାନମାନେ ତୁମ୍ଭକୁ ବଳିବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଅବିଶୟକୁ କହିଲେ, “ଯଦି ଅରାମୀୟମାନେ ମୋ’ ପାଇଁ ଯୁଦ୍ଧରେ ବହୁତ ଶକ୍ତିଶାଳୀ ହୁଅନ୍ତି, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ତୁମ୍ଭ ପାଇଁ ଶକ୍ତିଶାଳୀ ହୁଅନ୍ତି, ତେବେ ମୁଁ ଆସିବି ଏବଂ ତୁମ୍ଭଙ୍କୁ ସାହାଯ୍ୟ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।