2 Samuel 10:12 — Compare Translations
5 translations compared side by side
Odia - 1840
"ବଳବାନ ହକ୍ସ୍ଟଅ, ଏବଂ ସାହସର ସହିତ ୟକ୍ସ୍ଟଦ୍ଧ କର, ଆମ୍ଭର ପ୍ରଭକ୍ସ୍ଟଙ୍କ ସହର ପାଇଁ ଓ ଆମ୍ଭର ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଆଖି ରେ ଯାହା ଠିକ୍ ସେ ତାହା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ବଳବାନ ହୁଅ, ଏବଂ ସାହସର ସହିତ ଯୁଦ୍ଧ କର, ଆମ୍ଭର ପ୍ରଭୁଙ୍କ ସହର ପାଇଁ ଓ ଆମ୍ଭର ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଆଖିରେ ଯାହା ଠିକ୍ ସେ ତାହା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”