2 Samuel 10:13 — Compare Translations

5 translations compared side by side

Odia - 1840
"ତା'ପରେ ଯୋୟାବ ଏବଂ ତାଙ୍କର ସୈନ୍ଯମାନେ ଅରାମୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଅରାମୀଯମାନେ ଯୋୟାବଙ୍କ ସୈନ୍ଯମାନଙ୍କଠାରକ୍ସ୍ଟ ପରାସ୍ତ ହାଇେ ଛାଡି ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାହା ସମ୍ମୁଖରୁ ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋୟାବ ଏବଂ ତାଙ୍କର ସୈନ୍ୟମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଅରାମୀୟମାନେ ଯୋୟାବଙ୍କ ସୈନ୍ୟମାନଙ୍କଠାରୁ ପରାସ୍ତ ହୋଇ ଛାଡ଼ି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।