2 Samuel 10:15 — Compare Translations

5 translations compared side by side

Odia - 1840
"ଏହାପରେ ଅରାମୀଯମାନେ ଇଶ୍ରାୟେଲ ସମ୍ମକ୍ସ୍ଟଖ ରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମୀୟମାନେ ପୁନର୍ବାର ଯୁଦ୍ଧ ପାଇଁ ନିଷ୍ପତ୍ତି ନେଲେ ଏହା ପରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।