2 Samuel 10:16 — Compare Translations
5 translations compared side by side
Odia - 1840
"ହଦଦଷେର ପୁରୁଷ ଲୋକ ପଠାଇ ଫରାତ୍ ନଦୀ ଆରପାରି ରେ ଅରାମୀଯମାନଙ୍କୁ ଅଣାଇଲେ। ତେଣୁ ସମାନେେ ହେଲମକକ୍ସ୍ଟ ଆସିଲେ। ହଦଦଷେର ସନୋପତି ଶୋବକ ସମାନଙ୍କେର ନେତା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହଦଦେଷର ଲୋକ ପଠାଇ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହଦଦେଷର ପୁରୁଷ ଲୋକ ପଠାଇ ଫରାତ୍ ନଦୀ ଆରପାରିରେ ଅରାମୀୟମାନଙ୍କୁ ଅଣାଇଲେ। ତେଣୁ ସେମାନେ ହେଲେମକୁ ଆସିଲେ। ହଦଦେଷର ସେନାପତି ଶୋବକ ସେମାନଙ୍କର ନେତା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।