2 Samuel 10:17 — Compare Translations

5 translations compared side by side

Odia - 1840
"ଦାଉଦ ଏହା ଜାଣିବା ପରେ ସେ ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନଙ୍କୁ ଏକତ୍ର କରି ୟର୍ଦ୍ଦନ ପାର ହାଇେ ହେଲମକକ୍ସ୍ଟ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ । ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏହା ଜାଣିବା ପରେ ସେ ସମୁଦାୟ ଇସ୍ରାଏଲୀୟମାନଙ୍କୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲେମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ଆଗରେ ସୈନ୍ୟ ସଜ୍ଜାଇ ତାଙ୍କ ସାଙ୍ଗରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯା’ନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।