2 Samuel 10:18 — Compare Translations

5 translations compared side by side

Odia - 1840
"ଅରାମୀଯମାନେ ୟକ୍ସ୍ଟଦ୍ଧ କରି ନପାରି ଇଶ୍ରାୟେଲୀୟମାନଙ୍କ ଆଗରକ୍ସ୍ଟ ପଳାଯନ କଲେ। ଦାଉଦ ଅରାମୀଯମାନଙ୍କ 700 ରଥାରୂଢ ଓ 40,000 ଅଶ୍ବାରୂଢ ସୈନ୍ଯଙ୍କକ୍ସ୍ଟ ହତ୍ଯା କଲେ। ପକ୍ସ୍ଟଣି ସେ ସମାନଙ୍କେର ସନୋପତି ଶୋବକକକ୍ସ୍ଟ ଆଘାତ କଲେ ଓ ସେ ସହେିଠା ରେ ମୃତକ୍ସ୍ଟ୍ଯବରଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ଵାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମୀୟମାନେ ଯୁଦ୍ଧ କରି ନ ପାରି ଇସ୍ରାଏଲୀୟମାନଙ୍କ ଆଗରୁ ପଳାୟନ କଲେ। ଦାଉଦ ଅରାମୀୟମାନଙ୍କ 700 ରଥାରୂଢ଼ ଓ 40,000 ଅଶ୍ୱାରୂଢ଼ ସୈନ୍ୟଙ୍କୁ ହତ୍ୟା କଲେ। ପୁଣି ସେ ସେମାନଙ୍କର ସେନାପତି ଶୋବକକୁ ଆଘାତ କଲେ ଓ ସେ ସେହିଠାରେ ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।