2 Samuel 10:19 — Compare Translations
5 translations compared side by side
Odia - 1840
"ହଦ୍ଦଷେରଙ୍କର ସବୋ କରୁଥିବା ରାଜାମାନେ ଦେଖିଲେ ଯେ ଇଶ୍ରାୟେଲୀୟମାନେ ସମାନଙ୍କେୁ ପରାସ୍ତ କଲଣେି ଓ ସେ ଇଶ୍ରାୟେଲୀୟମାନଙ୍କ ସହିତ ସନ୍ଧି କଲେ ଓ ସମାନଙ୍କେର ସବେକ ହେଲ। ଅରାମୀଯମାନେ ପକ୍ସ୍ଟନ୍ନରାଯ ଅେମ୍ମାନୀୟମାନଙ୍କୁ ସାହାୟ୍ଯ କରିବାକୁ ଭୟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କର ଦାସ ହେଲେ । ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହଦଦେଷରଙ୍କର ସେବା କରୁଥିବା ରାଜାମାନେ ଦେଖିଲେ ଯେ ଇସ୍ରାଏଲୀୟମାନେ ସେମାନଙ୍କୁ ପରାସ୍ତ କଲେଣି ଓ ସେ ଇସ୍ରାଏଲୀୟମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କର ସେବକ ହେଲେ। ଅରାମୀୟମାନେ ପୁନ୍ନରାୟ ଅମ୍ମୋନୀୟମାନଙ୍କୁ ସାହାଯ୍ୟ କରିବାକୁ ଭୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।