2 Samuel 10:4 — Compare Translations
5 translations compared side by side
Odia - 1840
"ଏଥି ରେ ହାନୂନ ଦାଉଦର କର୍ମଗ୍ଭରୀମାନଙ୍କର ଦାଢିର ଅଧେ କ୍ଷୌର କଲା ଓ ସମାନଙ୍କେ ଅଣ୍ଟାରକ୍ସ୍ଟ ତଳକକ୍ସ୍ଟ ଥିବା ବସ୍ତ୍ର କାଟି ଦଲୋ। ତା'ପରେ ସେ ସମାନଙ୍କେୁ ବିଦା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ହାନୂନ୍ ଦାଉଦର କର୍ମଗ୍ଭରୀମାନଙ୍କର ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ଅଣ୍ଟାରୁ ତଳକୁ ଥିବା ବସ୍ତ୍ର କାଟି ଦେଲା। ତା’ପରେ ସେ ସେମାନଙ୍କୁ ବିଦା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।