2 Samuel 10:6 — Compare Translations

5 translations compared side by side

Odia - 1840
"ଅେମ୍ମାନୀୟମାନେ ହୃଦଯଙ୍ଗମ କଲେ ଯେ, ରାଜା ଦାଉଦ ସମାନଙ୍କେୁ ବର୍ତ୍ତମାନ ତାଙ୍କର ଶତୃ ବୋଲି ବିବଚେନା କଲେ। ତେଣୁ ସମାନେେ 20,000 ଅରାମୀଯ ୈସନ୍ଯମାନଙ୍କୁ ବୈଥ-ରହାବେ ଓ ସୋବାରକ୍ସ୍ଟ 1,000 ଜଣ ମାଖାର ରାଜାଙ୍କଠାରକ୍ସ୍ଟ ଏବଂ ଟୋବରକ୍ସ୍ଟ 12,000 ସୈନ୍ଯ ଭଡା ରେ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ଵରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବୈଥ୍ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଅମ୍ମୋନୀୟମାନେ ହୃଦୟଙ୍ଗମ କଲେ ଯେ, ରାଜା ଦାଉଦ ସେମାନଙ୍କୁ ବର୍ତ୍ତମାନ ତାଙ୍କର ଶତ୍ରୁ ବୋଲି ବିବେଚନା କଲେ। ତେଣୁ ସେମାନେ 20,000 ଅରାମୀୟ ସୈନ୍ୟମାନଙ୍କୁ ବୈଥ-ରହୋବ ଓ ସୋବାରୁ 1000 ଜଣ ମାଖାର ରାଜାଙ୍କଠାରୁ ଏବଂ ଟୋବରୁ 12,000 ସୈନ୍ୟ ଭଡ଼ାରେ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।