2 Samuel 10:8 — Compare Translations

5 translations compared side by side

Odia - 1840
"ସହେିଦିନ ଅେମ୍ମାନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହାଇେ ରହିଲେ। ସୋବା ଓ ରହୋବର ଅରାମୀଯ ଲୋକମାନେ, ଟୋବର ସୈନ୍ଯମାନେ ଏବଂ ମାଖା ନଗର ବାହାର କ୍ଷେତ୍ର ରେ ଏକତ୍ରୀତ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ଵାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ ସାଜିଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଅମ୍ମୋନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ। ସୋବା ଓ ରହୋବର ଅରାମୀୟ ଲୋକମାନେ, ଟୋବର ସୈନ୍ୟମାନେ ଏବଂ ମାଖା ନଗର ବାହାର କ୍ଷେତ୍ରରେ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।