2 Samuel 10:9 — Compare Translations

5 translations compared side by side

Odia - 1840
"ଯୋୟାବ ନିଜ ଆଗେ ଶତୃମାନଙ୍କୁ ଦେଖିଲେ, ତେଣୁ ସେ ଇଶ୍ରାୟେଲର କକ୍ସ୍ଟଶଳି ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସମାନଙ୍କେୁ ଅରାମୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ପ୍ରସ୍ତକ୍ସ୍ଟତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ନିଜ ଆଗେ ଶତ୍ରୁମାନଙ୍କୁ ଦେଖିଲେ, ତେଣୁ ସେ ଇସ୍ରାଏଲର କୁଶଳୀ ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସେମାନଙ୍କୁ ଅରାମୀୟମାନଙ୍କ ବିରୁଦ୍ଧରେ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।