2 Samuel 11:1 — Compare Translations

5 translations compared side by side

Odia - 1840
"ଯେତବେେଳେ ବସନ୍ତ ଆସିଲା, ସେତବେେଳେ ରାଜାଗଣ ୟକ୍ସ୍ଟଦ୍ଧକକ୍ସ୍ଟ ୟାଆନ୍ତି। ରାଜା ଦାଉଦ ଯୋୟାବ ଓ ତାଙ୍କର ଲୋକମାନଙ୍କୁ ଏବଂ ସମସ୍ତ ଇଶ୍ରାୟେଲୀୟ ୈସନ୍ଯମାନଙ୍କୁ ଅେମ୍ମାନୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ପଠାଇଲେ ଏବଂ ସମାନେେ ୟକ୍ସ୍ଟଦ୍ଧ କରି ସମାନଙ୍କେୁ ପରାସ୍ତ କଲେ ଓ ରଦ୍ଦା ନଗର ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ । ମାତ୍ର ଦାଉଦ ଯିରୂଶାଲମରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବ‌‌ତ୍‌‌ଶେବା ସହିତ ଦାଉଦଙ୍କର ସାକ୍ଷାତ ଯେତେବେଳେ ବସନ୍ତ ଆସିଲା, ସେତେବେଳେ ରାଜାଗଣ ଯୁଦ୍ଧକୁ ଯାଆନ୍ତି। ରାଜା ଦାଉଦ ଯୋୟାବ ଓ ତାଙ୍କର ଲୋକମାନଙ୍କୁ ଏବଂ ସମସ୍ତ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ ଏବଂ ସେମାନେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ ଓ ରବ୍ବା ନଗର ଅଧିକାର କଲେ। କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)