2 Samuel 11:10 — Compare Translations

5 translations compared side by side

Odia - 1840
"ଦାସମାନେ ଦାଉଦଙ୍କକ୍ସ୍ଟ କହିଲେ, ଊରିଯ ଘରକକ୍ସ୍ଟ ୟାଇ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଦାସମାନେ ଦାଉଦଙ୍କୁ କହିଲେ, “ଊରିୟ ଘରକୁ ଯାଇ ନାହାନ୍ତି।” ତା’ପରେ ଦାଉଦ ଊରିୟକୁ କହିଲେ, “ତୁମ୍ଭେ ଦୂର ଯାତ୍ରାରୁ ଆସିଲ। ତୁମ୍ଭେ ଗୃହକୁ ଗଲ ନାହିଁ କାହିଁକି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ “ଊରୀୟ ଆପଣା ଗୃହକୁ ଯାଇ ନାହିଁ,” ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କ’ଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?”