2 Samuel 11:12 — Compare Translations
5 translations compared side by side
Odia - 1840
"ଦାଉଦ ଊରିଯକକ୍ସ୍ଟ କହିଲେ, ଆଜି ତୁମ୍ଭେ ଏହିଠା ରେ ରକ୍ସ୍ଟହ। ଆସନ୍ତା କାଲି ମୁ ତୁମ୍ଭକୁ ୟକ୍ସ୍ଟଦ୍ଧ କ୍ଷେତ୍ରକକ୍ସ୍ଟ ପଠାଇ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଊରୀୟକୁ କହିଲେ, ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି । ତହୁଁ ଊରୀୟ ସେ ଦିନ ଓ ପର ଦିନ ଯିରୂଶାଲମରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଊରିୟକୁ କହିଲେ, “ଆଜି ତୁମ୍ଭେ ଏହିଠାରେ ରୁହ। ଆସନ୍ତା କାଲି ମୁଁ ତୁମ୍ଭକୁ ଯୁଦ୍ଧ କ୍ଷେତ୍ରକୁ ପଠାଇ ଦେବି।” ଊରିୟ ସେଦିନ ସକାଳ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପରଦିନ ଯିରୂଶାଲମରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପର ଦିନ ଯିରୂଶାଲମରେ ରହିଲା।