2 Samuel 11:13 — Compare Translations

5 translations compared side by side

Odia - 1840
"ତା'ପରେ ଦାଉଦ ଊରିଯକକ୍ସ୍ଟ ଡାକି କହିଲେ ଏବଂ ଊରିଯ ଦାଉଦଙ୍କ ସଙ୍ଗେ ଖିଆପିଆ କଲେ। ଦାଉଦ ଊରିଯକକ୍ସ୍ଟ ମଦ୍ଯପାନ କରାଇଲେ, ତା'ପରେ ମଧ୍ଯ ଊରିଯ ଗୃହକକ୍ସ୍ଟ ନ ୟାଇ ରାଜାଙ୍କର ଦାସମାନଙ୍କ ସହିତ ରାଜାଗୃହର ଦ୍ବାର ଦେଶ ରେ ଶଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମତ୍ତ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ଊରିୟକୁ ଡାକି କହିଲେ ଏବଂ ଊରିୟ ଦାଉଦଙ୍କ ସଙ୍ଗେ ଖିଆପିଆ କଲା। ଦାଉଦ ଊରିୟକୁ ମଦ୍ୟପାନ କରାଇଲେ, ତା’ପରେ ମଧ୍ୟ ଊରିୟ ଗୃହକୁ ନ ଯାଇ ରାଜାଙ୍କର ଦାସମାନଙ୍କ ସହିତ ରାଜଗୃହର ଦ୍ୱାର ଦେଶରେ ଶୟନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।