2 Samuel 11:14 — Compare Translations
5 translations compared side by side
Odia - 1840
"ତା'ପରେ ସକାଳେ ଯୋୟାବଙ୍କ ନିକଟକକ୍ସ୍ଟ ଏକ ପତ୍ର ଲେଖିଲେ। ଦାଉଦ ସହେି ଚିଠିକକ୍ସ୍ଟ ଊରିଯଙ୍କ ହାତ ରେ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଊରିୟଙ୍କର ମୃତ୍ୟୁ ଯୋଜନା କଲେ ତା’ପରେ ସକାଳେ ଯୋୟାବଙ୍କ ନିକଟକୁ ଏକ ପତ୍ର ଲେଖିଲେ। ଦାଉଦ ସେହି ଚିଠିକୁ ଊରିୟଙ୍କ ହାତରେ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ।