2 Samuel 11:15 — Compare Translations

5 translations compared side by side

Odia - 1840
"ଦାଉଦ ଏହା ପତ୍ର ରେ ଲେଖି ଥିଲେ, ଯେଉଁ କ୍ଷେତ୍ର ରେ ଘମାଘୋଟ ୟକ୍ସ୍ଟଦ୍ଧ ହକ୍ସ୍ଟଏ, ସଠାେରେ ଊରିଯକକ୍ସ୍ଟ ଆଗଧାଡି ରେ ରଖ। ତା'ପରେ ତାକକ୍ସ୍ଟ ସଠାେରେ ଏକା ଛାଡି ଦିଅ, ଯେପରି ସେ ୟକ୍ସ୍ଟଦ୍ଧ ରେ ହତ୍ଯା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପତ୍ରରେ ସେ ଏହା ଲେଖିଥିଲେ, ଯଥା, ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏହା ପତ୍ରରେ ଲେଖି ଥିଲେ, “ଯେଉଁ କ୍ଷେତ୍ରରେ ଘମାଘୋଟ ଯୁଦ୍ଧ ହୁଏ, ସେଠାରେ ଊରିୟକୁ ଆଗଧାଡ଼ିରେ ରଖ। ତା’ପରେ ତାକୁ ସେଠାରେ ଏକା ଛାଡ଼ିଦିଅ, ଯେପରି ସେ ଯୁଦ୍ଧରେ ହତ୍ୟା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”
Odia IRV 2017 (ଓଡିଆ ବାଇବେଲ)
ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”