2 Samuel 11:16 — Compare Translations

5 translations compared side by side

Odia - 1840
"ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ଅେମ୍ମାନୀୟ ସାହସୀ ସୈନ୍ଯମାନେ ଯେଉଁଠା ରେ ଥିଲେ ସେ ଦେଖିଲେ ଏବଂ ସେ ଊରିଯକକ୍ସ୍ଟ ସହେି ସ୍ଥାନକକ୍ସ୍ଟ ୟିବା ପାଇଁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ଅମ୍ମୋନୀୟ ସାହସୀ ସୈନ୍ୟମାନେ ଯେଉଁଠାରେ ଥିଲେ ସେ ଦେଖିଲେ ଏବଂ ସେ ଊରିୟକୁ ସେହି ସ୍ଥାନକୁ ଯିବା ପାଇଁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।