2 Samuel 11:17 — Compare Translations

5 translations compared side by side

Odia - 1840
"ନଗରର ଲୋକମାନେ ବାହା ରେ ୟାଇ ଯୋୟାବ ସଙ୍ଗେ ୟକ୍ସ୍ଟଦ୍ଧ କଲେ ଓ ତହିଁରେ ଦାଉଦଙ୍କ ଦାସମାନଙ୍କ ମଧ୍ଯରକ୍ସ୍ଟ କେତକେ ଲୋକ ମୃତକ୍ସ୍ଟ୍ଯବରଣ କଲେ ଓ ହିତ୍ତୀଯ ଊରିଯ ମଧ୍ଯ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ପତିତ ହେଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ ଓ ତହିଁରେ ଦାଉଦଙ୍କ ଦାସମାନଙ୍କ ମଧ୍ୟରୁ କେତେକ ଲୋକ ମୃତ୍ୟୁବରଣ କଲେ ଓ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।