2 Samuel 11:18 — Compare Translations
5 translations compared side by side
Odia - 1840
"ତା'ପରେ ଯୋୟାବ ଯାହାସବୁ ୟକ୍ସ୍ଟଦ୍ଧ ରେ ହେଲା ସେ ଖବର ଦାଉଦଙ୍କ ନିକଟକକ୍ସ୍ଟ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯୋୟାବ ଲୋକ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋୟାବ ଯାହାସବୁ ଯୁଦ୍ଧରେ ହେଲା ସେ ଖବର ଦାଉଦଙ୍କ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;
Odia IRV 2017 (ଓଡିଆ ବାଇବେଲ)
ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;