2 Samuel 11:19 — Compare Translations

5 translations compared side by side

Odia - 1840
"ସେ ଦୂତକକ୍ସ୍ଟ ଆଜ୍ଞା ଦେଲେ, ୟକ୍ସ୍ଟଦ୍ଧ ରେ ଘଟକ୍ସ୍ଟଥିବା ସବୁ ଘଟଣା ରାଜାଙ୍କକ୍ସ୍ଟ କକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦୂତକୁ ଆଜ୍ଞା ଦେଇ କହିଲା, ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୂତକୁ ଆଜ୍ଞା ଦେଲେ, ଯୁଦ୍ଧରେ ଘଟୁଥିବା ସବୁ ଘଟଣା ରାଜାଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,
Odia IRV 2017 (ଓଡିଆ ବାଇବେଲ)
ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,