2 Samuel 11:2 — Compare Translations
5 translations compared side by side
Odia - 1840
"ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଥରେ ସନ୍ଧ୍ୟା ସମୟରେ ଦାଉଦ ବିଛଣାରୁ ଉଠି ଛାତ ଉପରେ ବୁଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସେହି ସ୍ତ୍ରୀ ଜଣକ ଅତି ସୁନ୍ଦରୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।