2 Samuel 11:20 — Compare Translations
5 translations compared side by side
Odia - 1840
"ରାଜା ଏଥି ରେ ରାଗ କରି ପାରନ୍ତି। ଏବଂ ସେ ତୁମ୍ଭକୁ କହିପାରନ୍ତି, 'ଆମ୍ଭର ସୈନ୍ଯଗଣ କାହିଁକି ୟକ୍ସ୍ଟଦ୍ଧ କରିବା ପାଇଁ ନଗରର ଏତେ ନିକଟକକ୍ସ୍ଟ ଗଲେ? ସମାନେେ ପ୍ରାଚୀରରକ୍ସ୍ଟ ତୀର ମାରିବେ ବୋଲି ତୁମ୍ଭେ ଜାଣିଥିଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
“ରାଜା ଏଥିରେ ରାଗ କରି ପାରନ୍ତି। ଏବଂ ସେ ତୁମ୍ଭକୁ କହିପାରନ୍ତି, ‘ଆମ୍ଭର ସୈନ୍ୟଗଣ କାହିଁକି ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲେ? ସେମାନେ ପ୍ରାଚୀରରୁ ତୀର ମାରିବେ ବୋଲି ତୁମ୍ଭେ ଜାଣିଥିଲ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କ’ଣ ତୁମ୍ଭେମାନେ ଜାଣିଲ ନାହିଁ?