2 Samuel 11:21 — Compare Translations

5 translations compared side by side

Odia - 1840
"ୟିରକ୍ସ୍ଟ-ଦ୍ଦେଶତର ପକ୍ସ୍ଟତ୍ର ଅବୀମଲକେକକ୍ସ୍ଟ କିଏ ମାରିଲା? ଜଣେ ସ୍ତ୍ରୀଲୋକ ପ୍ରାଚୀରରକ୍ସ୍ଟ ତାହା ଉପରକକ୍ସ୍ଟ ଚକିର ଉପର ପଟ ପକାନ୍ତେ ସେ କ'ଣ ତବେସେ ରେ ମଲା ନାହିଁ? କାହିଁକି ତୁମ୍ଭମାନେେ ପ୍ରାଚୀରର ଏତେ ନିକଟକକ୍ସ୍ଟ ଗଲ?' ତବେେ ତୁମ୍ଭେ କହିବ, 'ନିଜର ଦାସ ହିତ୍ତୀଯ ଊରିଯ ମଧ୍ଯ ମରିଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୁବ୍ବେଶତର ପୁତ୍ର ଅବୀମେଲକକୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ? ତେବେ ତୁମ୍ଭେ କହିବ, ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁବ୍ବେଶତର ପୁତ୍ର ଅବୀମେଲକକୁ କିଏ ମାରିଲା? ଜଣେ ସ୍ତ୍ରୀଲୋକ ପ୍ରାଚୀରରୁ ତାହା ଉପରକୁ ଚକିର ଉପର ପଟ ପକାନ୍ତେ ସେ କ’ଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ନିଜର ଦାସ ହିତ୍ତୀୟ ଊରିୟ ମଧ୍ୟ ମରିଅଛି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”
Odia IRV 2017 (ଓଡିଆ ବାଇବେଲ)
ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କ’ଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”