2 Samuel 11:22 — Compare Translations
5 translations compared side by side
Odia - 1840
"ସେ ଦୂତ ୟାଇ ଯୋୟାବ କହିଥିବା କଥା ରାଜା ଦାଉଦଙ୍କକ୍ସ୍ଟ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେସମସ୍ତ ଦାଉଦଙ୍କୁ ଯାଇ ଜଣାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୂତ ଯାଇ ଯୋୟାବ କହିଥିବା କଥା ରାଜା ଦାଉଦଙ୍କୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହି ସବୁ ଦାଉଦଙ୍କୁ ଯାଇ ଜଣାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହିସବୁ ଦାଉଦଙ୍କୁ ଯାଇ ଜଣାଇଲା।