2 Samuel 11:23 — Compare Translations
5 translations compared side by side
Odia - 1840
"ସହେି ଦୂତ ଜଣକ ରାଜା ଦାଉଦଙ୍କକ୍ସ୍ଟ କହିଲା, ସହେି ଅେମ୍ମାନୀୟ ଲୋକମାନେ ଆମ୍ଭମାନଙ୍କୁ ଖାେଲା ପଡିଆ ରେ ଆକ୍ରମଣ କଲେ, ତାପରେ ଆମ୍ଭେ ନଗରର ଫାଟକ ପର୍ୟ୍ଯନ୍ତ ସମାନଙ୍କେୁ ଘଉଡଇେ ନଲେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦୂତ ଦାଉଦଙ୍କୁ କହିଲା, ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ଵାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୂତ ଜଣକ ରାଜା ଦାଉଦଙ୍କୁ କହିଲା, “ସେହି ଅମ୍ମୋନୀୟ ଲୋକମାନେ ଆମ୍ଭମାନଙ୍କୁ ଖୋଲା ପଡ଼ିଆରେ ଆକ୍ରମଣ କଲେ, ତା’ପରେ ଆମ୍ଭେ ନଗରର ଫାଟକ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼େଇ ନେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।
Odia IRV 2017 (ଓଡିଆ ବାଇବେଲ)
ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।