2 Samuel 11:24 — Compare Translations
5 translations compared side by side
Odia - 1840
"ଏଥି ରେ ଧନକ୍ସ୍ଟର୍ଦ୍ଧାରୀମାନେ ପ୍ରାଚୀରରକ୍ସ୍ଟ ଆପଣଙ୍କର ଦାସମାନଙ୍କ ଉପରେ ତୀର ନିକ୍ଷପେ କଲେ। ତେଣୁ ମହାରାଜଙ୍କର କିଛି ଦାସ ମୃତକ୍ସ୍ଟ୍ଯବରଣ କଲେ ଓ ଆପଣଙ୍କର ଦାସ ହିତ୍ତୀଯ ଊରିଯ ମଧ୍ଯ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଧନୁର୍ଦ୍ଧାରୀମାନେ ପ୍ରାଚୀରରୁ ଆପଣଙ୍କର ଦାସମାନଙ୍କ ଉପରେ ତୀର ନିକ୍ଷେପ କଲେ। ତେଣୁ ମହାରାଜଙ୍କର କିଛି ଦାସ ମୃତ୍ୟୁବରଣ କଲେ ଓ ଆପଣଙ୍କର ଦାସ ହିତ୍ତୀୟ ଊରିୟ ମଧ୍ୟ ମୃତ୍ୟୁବରଣ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”