2 Samuel 11:25 — Compare Translations

5 translations compared side by side

Odia - 1840
"ଦାଉଦ ଦୂତକକ୍ସ୍ଟ କହିଲେ, ଯୋୟାବକକ୍ସ୍ଟ ଏହି ବାର୍ତ୍ତା ଦିଅ: 'ଏଥି ରେ ତୁମ୍ଭେ ଦକ୍ସ୍ଟଃଖିତ ହକ୍ସ୍ଟଅ ନାହିଁ କାରଣ ଖଣ୍ତା ଜଣକ ପରେ ଅନ୍ୟ ଜଣକକ୍ସ୍ଟ ଆଖିବକ୍ସ୍ଟଜା ଭାବରେ ହତ୍ଯା କରିପାରିବ। ରବାବ ବିରକ୍ସ୍ଟଦ୍ଧ ରେ ଏକ ଜାରଦୋର ଆକ୍ରମଣ କର ଏବଂ ତୁମ୍ଭେ ଜଯଲାଭ କରିବ।' ଏହିସବୁ ବାକ୍ଯ ରେ ଯୋୟାବକକ୍ସ୍ଟ ଉତ୍ସାହିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାଉଦ ସେହି ଦୂତକୁ କହିଲେ, ତୁମ୍ଭେ ଯୋୟାବକୁ ଏପରି କହିବ, ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ଼୍‍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର; ଏହିରୂପେ ତୁମ୍ଭେ ତାହାକୁ ସାହସିକ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଦୂତକୁ କହିଲେ, “ଯୋୟାବକୁ ଏହି ବାର୍ତ୍ତା ଦିଅ: ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ କାରଣ ଖଣ୍ତା ଜଣକ ପରେ ଅନ୍ୟ ଜଣକୁ ଆଖିବୁଜା ଭାବରେ ହତ୍ୟା କରି ପାରିବ। ରବ୍ବା ବିରୁଦ୍ଧରେ ଏକ ଜୋ‌ର୍‌ଦାର ଆକ୍ରମଣ କର ଏବଂ ତୁମ୍ଭେ ଜୟଲାଭ କରିବ।’ ଏହିସବୁ ବାକ୍ୟରେ ଯୋୟାବକୁ ଉତ୍ସାହିତ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେନ୍ତ ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”