2 Samuel 11:26 — Compare Translations
5 translations compared side by side
Odia - 1840
"ଏହାପରେ ଊରିଯର ଭାର୍ୟ୍ଯା ତା'ର ସ୍ବାମୀର ମୃତକ୍ସ୍ଟ୍ଯ ସମ୍ବାଦ ପାଇ କାନ୍ଦିଲା ଓ ଶୋକ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ଵାମୀ ଊରୀୟର ମୃତ୍ୟୁ ସମ୍ଵାଦ ପାଇ ଆପଣା ସ୍ଵାମୀ ନିମନ୍ତେ ବିଳାପ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ବତ୍ଶେବା ସହିତ ବିବାହ କଲେ ଏହା ପରେ ଊରିୟର ଭାର୍ଯ୍ୟା ତା’ର ସ୍ୱାମୀର ମୃତ୍ୟୁ ସମ୍ବାଦ ପାଇ କାନ୍ଦିଲା ଓ ଶୋକ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।