2 Samuel 11:27 — Compare Translations
5 translations compared side by side
Odia - 1840
"ଶୋକ କରିବାର ସମୟ ଗତ ହବୋପରେ ଦାଉଦ ଲୋକ ପଠାଇ ବତ୍ଶବୋକକ୍ସ୍ଟ ନିଜ ଗୃହକକ୍ସ୍ଟ ଡକାଇଲେ। ତା'ପରେ ସେ ଦାଉଦଙ୍କର ସ୍ତ୍ରୀ ହାଇେ ରହିଲେ ଓ ସେ ଦାଉଦ ପାଇଁ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦଲୋ। ମାତ୍ର ଦାଉଦ ଏପରି ଯେଉଁ କାର୍ୟ୍ଯ କଲେ, ସେଥି ରେ ସଦାପ୍ରଭୁ ସନ୍ତକ୍ସ୍ଟଷ୍ଟ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା । ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶୋକ କରିବାର ସମୟ ଗତ ହେବାପରେ ଦାଉଦ ଲୋକ ପଠାଇ ବତ୍ଶେବାକୁ ନିଜ ଗୃହକୁ ଡକାଇଲେ। ତା’ପରେ ସେ ଦାଉଦଙ୍କର ସ୍ତ୍ରୀ ହୋଇ ରହିଲା ଓ ସେ ଦାଉଦ ପାଇଁ ଏକ ପୁତ୍ରକୁ ଜନ୍ମ ଦେଲା। ମାତ୍ର ଦାଉଦ ଏପରି ଯେଉଁ କାର୍ଯ୍ୟ କଲେ, ସେଥିରେ ସଦାପ୍ରଭୁ ସନ୍ତୁଷ୍ଟ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।