2 Samuel 11:3 — Compare Translations

5 translations compared side by side

Odia - 1840
"ତେଣୁ ଦାଉଦ ତାଙ୍କର କର୍ମଗ୍ଭରୀମାନଙ୍କୁ ପଠାଇ ସହେି ସ୍ତ୍ରୀ ବିଷଯ ରେ ବକ୍ସ୍ଟଝିଲେ। ସେ ଜାଣିବାକକ୍ସ୍ଟ ପାଇଲେ ଯେ, ସେ ହେଉଛନ୍ତି ଇଲିଯାମର ଝିଅ ହିତ୍ତୀଯ ଊରିଯର ସ୍ତ୍ରୀ, ବତ୍ଶବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍ଶେବା ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ତାଙ୍କର କର୍ମଗ୍ଭରୀମାନଙ୍କୁ ପଠାଇ ସେହି ସ୍ତ୍ରୀ ବିଷୟରେ ବୁଝିଲେ। ସେ ଜାଣିବାକୁ ପାଇଲେ ଯେ, “ସେ ହେଉଛନ୍ତି ଇଲିୟାମର ଝିଅ ହିତ୍ତୀୟ ଊରିୟର ସ୍ତ୍ରୀ, ବ‌‌ତ୍‌‌ଶେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ?”
Odia IRV 2017 (ଓଡିଆ ବାଇବେଲ)
ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କ’ଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ?”