2 Samuel 11:4 — Compare Translations

5 translations compared side by side

Odia - 1840
"ଦାଉଦ ବତ୍ଶବୋକକ୍ସ୍ଟ ଡାକିବା ପାଇଁ ଦୂତ ପଠାଇଲେ ଏବଂ ଯେତବେେଳେ ସେ ଆସିଲେ। ସହେି ସ୍ତ୍ରୀ ସହିତ ଶଯନ କଲେ। ସେ ସମୟରେ ସହେି ସ୍ତ୍ରୀ ଲୋକଟି ଋତକ୍ସ୍ଟସ୍ନାନ କରିଥିଲା। ତେଣୁ ସେ ନିଜର ଗୃହକକ୍ସ୍ଟ ଫରେିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେ ସ୍ତ୍ରୀ ଋତୁସ୍ନାନ କରିଥିଲା । ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ବ‌‌ତ୍‌‌ଶେବାକୁ ଡାକିବା ପାଇଁ ଦୂତ ପଠାଇଲେ ଏବଂ ଯେତେବେଳେ ସେ ଆସିଲେ। ସେହି ସ୍ତ୍ରୀ ସହିତ ଶୟନ କଲେ। ସେ ସମୟରେ ସେହି ସ୍ତ୍ରୀଲୋକଟି ଋତୁସ୍ନାନ କରିଥିଲା। ତେଣୁ ସେ ନିଜର ଗୃହକୁ ଫେରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।