2 Samuel 11:5 — Compare Translations
5 translations compared side by side
Odia - 1840
"କିନ୍ତୁ ବତ୍ଶବୋ ଗର୍ଭବତୀ ହୁଅନ୍ତେ ଦାଉଦଙ୍କ ନିକଟକକ୍ସ୍ଟ ବାର୍ତ୍ତା ପଠାଇ କହିଲେ, ମୁ ଗର୍ଭବତୀ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବତ୍ଶେବା ଗର୍ଭବତୀ ହୁଅନ୍ତେ ଦାଉଦଙ୍କ ନିକଟକୁ ବାର୍ତ୍ତା ପଠାଇ କହିଲା, “ମୁଁ ଗର୍ଭବତୀ ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, “ମୁଁ ଗର୍ଭବତୀ ହୋଇଅଛି।”