2 Samuel 11:6 — Compare Translations

5 translations compared side by side

Odia - 1840
"ତା'ପରେ ଦାଉଦ ଯୋୟାବ ନିକଟକକ୍ସ୍ଟ ଏକ ବାର୍ତ୍ତା ପଠାଇଲେ, ଊରିଯ ଓ ହିତ୍ତିଯକକ୍ସ୍ଟ ମାେ ପାଖକକ୍ସ୍ଟ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, ହିତ୍ତୀୟ ଊରୀୟକୁ ମୋʼ କତିକି ପଠାଇଦିଅ । ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ କତିକି ପଠାଇଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ନିଜର ପାପକୁ ଲୁଗ୍ଭଇବାକୁ ଚେଷ୍ଟା କଲେ ତା’ପରେ ଦାଉଦ ଯୋୟାବ ନିକଟକୁ ଏକ ବାର୍ତ୍ତା ପଠାଇଲେ, “ଊରିୟ ଓ ହିତ୍ତୀୟକୁ ମୋ’ ପାଖକୁ ପଠାଅ।” ତେଣୁ ଯୋୟାବ ଊରିୟକୁ ଦାଉଦଙ୍କ ନିକଟକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋ’ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।